Masthead

ଚାଲିଗଲେ ସୁରବାବା

ବାଲିଅନ୍ତା(ବଡ଼ ଖବର ବ୍ୟୁରୋ): ରାଜଧାନୀ ବାଲିଅନ୍ତା ବ୍ଲକ ଝିଇଁଣ୍ଟି ଶାସନସ୍ଥିତ ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁର ବାବା ଓରଫ ସୁରେନ୍ଦ୍ର ମିଶ୍ରଙ୍କର ପରଲୋକ ହୋଇଛି । ଅସୁସ୍ଥତା ଯୋଗୁଁ ଗତ କିଛି ଦିନ ହେବ ସେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସୁର ବାବା ୨୦୧୫ରେ ମସିହାରେ ଗିରଫ ହୋଇଥିଲେ । ତେବେ ଆଶ୍ରମରେ କେଳେଙ୍କାରୀ ନେଇ ଅଭିଯୋଗ ହେବା ପରେ ୨୦୧୫ ଅଗଷ୍ଟ ୩୧ରେ ତାଙ୍କୁ ଗିରଫ କରାଯାଇଥିଲା । ତାଙ୍କର ଦୁଇ ପୁଅ ତ୍ରିଲୋଚନ ଓ ବିରଞ୍ଚିଙ୍କୁ ମଧ୍ୟ ଗିରଫ କରିଥିଲା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼