Masthead

ଉଦ୍ଧାର ହେଲା ବାରହା

ପୁରୀ(ବଡ଼ କବର ବ୍ୟୁରୋ): ପୁରୀ ସ୍ୱର୍ଗଦ୍ୱାର ନିକଟରେ ଆତଙ୍କ ସୃଷ୍ଟି କରିଥିଲା ବାରହା । ଆଜି ବନବିଭାଗ ଓ ଦମକଳ ବାହିନୀଦ୍ୱାରା କାବୁ କରାଯାଇଛି । ପୁରୀ ଲୋକନାଥ ରୋଡ଼ସ୍ଥିତ ଏକ ନଳା ମଧ୍ୟରୁ ବାରହାକୁ ଉଦ୍ଧାର କରାଯାଇଛି । ଗତକାଲି ବାରହା ଆକ୍ରମଣ ରେ ତିନି ଜଣ ଆହତ ହୋଇଥିଲେ । ରାତି ତିନିଟାରେ ସଫେଇ କର୍ମଚାରୀ ସଫେଇ କରିବାକୁ ଯିବା ସମୟରେ ସ୍ୱର୍ଗଦ୍ୱାର ନିକଟ ଭାରତ ସେବାଶ୍ରମ ଛକ ରେ ଆକ୍ରମଣ କରିଥିଲା । ତେବେ ପୁରୀ ଭଳି ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ବାରାହାଟି କିଭଳି ପ୍ରବେଶ କଲା ତାହା ପ୍ରଶ୍ନବାଚି ସୃଷ୍ଟି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ