Masthead

ଆଇ.ଆଇ.ଟି ର ନବମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଇଆଇଟି ଭୁବନେଶ୍ୱରର ନବମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ରମେଶ ପୋଖରୀଆଲ୍ ଭିସି ମାଧ୍ୟମରେ ଯୋଗ ଦେଇ ଉତ୍ସବକୁ ଉଦଘାଟନ କରିବା ସହିତ ଆଇଆଇଟି ପରିସରରେ ନୂତନ ଛାତ୍ର ଗତି ବିଧି କେନ୍ଦ୍ର, ଖେଳ ପଡିଆ, ସାମାଜିକ ବିଜ୍ଞାନ ଓ ପ୍ରବନ୍ଧ ବିଦ୍ୟା ପିଠର ଉଦଘାଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ର ରାଜ୍ୟ ଶିକ୍ଷା ମନ୍ତ୍ରୀ ସଂଜୟ ଧୋତ୍ରେ ଯୋଗଦେଇଥିଲେ । ବୋର୍ଡ ଅଫ ଗର୍ଭନସ୍ ଆଇଆଇଟି ଭୁବନେଶ୍ୱର ରାଜେନ୍ଦ୍ର ପ୍ରସାଦ ସିଂ ଉତ୍ସବରେ ପୌରହିତ୍ କରିଥିଲେ । ଆଇଆଇଟି ନିର୍ଦ୍ଦେଶକ ଆର ଭି ରାଜା କୁମାର ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଉତ୍ସବରେ ବିଭିନ୍ନ ବିଭାଗର ଛାତ୍ରଛାତ୍ରୀ ମାନଙ୍କୁ ସୋର୍ଣ୍ଣ ରୌପ୍ୟ ପଦକ ଦେଇ ସମ୍ମାନିତ କରିଥିଲେ ନିର୍ଦ୍ଦେଶକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ