Masthead

କରୋନା ଲାଗି ବାତିଲ ହେଲା ଦିନିକିଆ ସିରିଜ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ପାଇଁ ବାତିଲ ହେଲା ଇଂଲଣ୍ଡ ସାଉଥ ଆଫ୍ରିକା ଦିନିକିଆ ସିରିଜ । ସାଉଥ ଆଫ୍ରିକା ଗସ୍ତରେ ଯାଇଥିବା ଇଂଲଣ୍ଡର ସମସ୍ତ ମ୍ୟାଚ ବାତିଲ ହୋଇଯାଇଛି । ଶୁକ୍ରବାର ସାଉଥ ଆଫ୍ରିକା ଦଳର ଜଣେ ଖେଳାଳି କରୋନା ପଜିଟିଭ୍ ଚିହ୍ନଟ ହେବାରୁ ଏହି ମ୍ୟାଚକୁ ରବିବାରକୁ ଘୁଞ୍ଚାଇ ଦିଆଯାଇଥିଲା । ଏହା ପରେ ରବିବାର ଇଂଲଣ୍ଡ ଦଳର ଆଉ ଦୁଇ ଜଣ କରୋନା ପଜିଟିଭ ଚିହ୍ନଟ ହେବାରୁ ସମସ୍ତ ୩ଟି ଦିନିକିଆ ସିରିଜକୁ ବାତିଲ କରାଯାଇଛି । ଅନ୍ୟପଟେ ଦକ୍ଷିଣ ଆଫ୍ରିକା ଦଳ ଏବଂ ଭିନେୟାର୍ଡ ହୋଟେଲ ମ୍ୟାନଜମେଣ୍ଟ କହିଛନ୍ତି ଯେ ବାୟୋ-ସୁରକ୍ଷିତ ପରିବେଶ ମଧ୍ୟରେ କରୋନା ଭାଇରସ କିପରି ସଂକ୍ରମିତ ହେଲା ତାହା ସେମାନେ ଅନୁସନ୍ଧାନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ 🔴 ୨୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା 🔴 ଛାତ୍ରଛାତ୍ରୀଙ୍କୁ ଠକେଇ ଅଭିଯୋଗରେ ଜଣେ ଗିରଫ 🔴 ଇସ୍ତଫା ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ… 🔴 ଲକ୍ଷ୍ନୌ ଭୟାବହ ଅଗ୍ନିକାଣ୍ଡ ମାମଲା, କିଏ ଅସଲ ଦୋଷି ? 🔴 ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି 🔴 ହାତୀ ଆକ୍ରମଣରେ ବନକର୍ମଚାରୀଙ୍କ ମୃତ୍ୟୁ 🔴 ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା 🔴 ଭିଜିଲାନ୍ସ ଜାଲରେ CDCA ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ମୁହଁରେ ଗାମୁଛା ପକାଇ ଲୁଟି ନେଲା ଦୁର୍ବୁତ୍ତ 🔴 ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ 🔴 ୨୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା 🔴 ଛାତ୍ରଛାତ୍ରୀଙ୍କୁ ଠକେଇ ଅଭିଯୋଗରେ ଜଣେ ଗିରଫ 🔴 ଇସ୍ତଫା ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ… 🔴 ଲକ୍ଷ୍ନୌ ଭୟାବହ ଅଗ୍ନିକାଣ୍ଡ ମାମଲା, କିଏ ଅସଲ ଦୋଷି ? 🔴 ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି 🔴 ହାତୀ ଆକ୍ରମଣରେ ବନକର୍ମଚାରୀଙ୍କ ମୃତ୍ୟୁ 🔴 ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା 🔴 ଭିଜିଲାନ୍ସ ଜାଲରେ CDCA ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ମୁହଁରେ ଗାମୁଛା ପକାଇ ଲୁଟି ନେଲା ଦୁର୍ବୁତ୍ତ