Masthead

ଡାକ୍ତର ସଂଘର ବିକ୍ଷୋଭ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ସିଡିଏମଓ ଅଫିସ ଆଗରେ ଅନୁଗୁଳ ଜିଲ୍ଲା ଓମସା ଏବଂ ଆଇଏମଏ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ପକ୍ଷରୁ ଆୟୁଷ ଡାକ୍ତରମାନେ ସର୍ଜରୀ କରିପାରିବେ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହାକୁ ବିରୋଧ କରି ଡାକ୍ତରମାନେ ବିକ୍ଷୋଭକୁ ଓହ୍ଲାଇଥିଲେ। ଉପଯୁକ୍ତ ତାଲିମ ନଥାଇ ହୋମିଓପାଥିକ୍ ଓ ଆୟୁର୍ବେଦିକ ଡାକ୍ତରମାନେ କିଭଳି ଏହି ଜଟିଳ କାର୍ଯ୍ୟ କରିପାରିବେ ବୋଲି ଆଲୋପାଥିକ ଡାକ୍ତରମାନେ ପ୍ରଶ୍ନ ଉଠାଇଛନ୍ତି । ଏହାଦ୍ଵାରା ରୋଗୀର ଜୀବନ ବିପଦରେ ପଡ଼ିବା ଆଶଙ୍କା ରହିଛି । ଏହା ଆଇଏମଏ ଜିଲ୍ଲା ସଭାପତି ଡା. ବିନୟ କୁମାର ନାଥ, ଡା. ପ୍ରଭାତ କୁମାର ପଣ୍ଡା ଏବଂ ଓମସା ରାଜ୍ୟ ସମ୍ପାଦକ ଡା. ବିଶ୍ଵଜିତ ସାମଲଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା