Masthead

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଅଧ୍ୟକ୍ଷତା କରିବେ । ସନ୍ଧ୍ୟା ୬ଟା ୪୫ରେ ଏହି ବୈଠକ ବସିବ । ବୈଠକରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ହଜାରେ କୋଟିରୁ ଅଧିକ ବ୍ୟୟ ଅଟକଳରେ ଫୁଲବାଣୀ ଓ କୋଟାପୁଟ ମେଡିକାଲ କଲେଜ ବିଲ୍ଡିଂ ନିର୍ମାଣ ପାଇଁ ଆହ୍ୱାନ ହୋଇଥିବା ଟେଣ୍ଡରକୁ କ୍ୟାବିନେଟର ଅନୁମୋଦନ ନିଆଯିବ । ସେହିପରି ବରଗଡ ଜିଲ୍ଲାର ଗାଏସିଲାଟ ଓ ଅତାବିରାରେ ୨ଟି ପାନୀୟ ପ୍ରକଳ୍ପ ପାଇଁ ଟେଣ୍ଡର, ଗୃହ, ସାଧାରଣ ପ୍ରଶାସନ ବିଭାଗ ଓ ଜଳସମ୍ପଦ ବିଭାଗର କର୍ମଚାରୀଙ୍କ ଚାକିରୀ ସର୍ତାବଳୀ ନେଇ ଆସିବ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼