Masthead

ସୁନ୍ଦରୀପାଇଁ ପାଇଁ ଚିନ୍ତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୁନ୍ଦରୀକୁ ମନେପକାଇଲେ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରଦେଶରୁ ଓଡିଶାକୁ ଆସିଥିବା ବାଘୁଣୀ ସୁନ୍ଦରୀର ସ୍ୱାସ୍ଥ୍ୟବସ୍ଥା ନେଇ ଚିନ୍ତାପ୍ରକଟ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ସୁନ୍ଦରୀର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଶିବରାଜ ସିଂ ଚୌହାନ । ବାଘୁଣୀକୁ ଅନୁକୂଳ ପରିବେଶ ଦେବା ପାଇଁ ଚିଠିରେ ଉଲ୍ଲେଖ ରହିଛି । କାହ୍ନା ଟାଇଗର ରିଜର୍ଭକୁ ଫେରିବା ଯାଏ ତାର ଦେଖାଶୁଣା କରିବା ପାଇଁ କହିଛନ୍ତି ଶିବରାଜ । ୨୦୧୮ ମସିହାରେ ମଧ୍ୟପ୍ରଦେଶରୁ ୨ଟି ବାଘ ଓଡିଶାକୁ ଅଣାଯାଇଥିଲା । ଟାଇଗର ମହାବୀର ମୃତ୍ୟୁପରେ ଏକୁଟିଆ ହୋଇଯାଇଛି ସୁନ୍ଦରୀ । ଏହାପରେ ତାଙ୍କୁ ଏନ୍କେଲାଜରରେ ରଖାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?