Masthead

 କୃଷ୍ଣପ୍ରସାଦରେ ଅଗ୍ନିକାଣ୍ଡ

କୃଷ୍ଣପ୍ରସାଦ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକର ମୁଣ୍ଡାବର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଜଳିଗଲା ୪ ବଖରା ଘର । ଘରେ ଥିବା ସମସ୍ତ ଆସବାପତ୍ର ପୋଡି ପାଉଁଶ ହୋଇଯାଇଛି । କୌଣସି ଜିନିଷ ପତ୍ର ଉଦ୍ଧାର ହୋଇପାରିନଥିଲା । ଘଟଣାସ୍ଥଳରେ ମାଲୁଦ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଥିଲା । ବିଦ୍ୟୁତ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଥିଲା । ତିନୋଟି ପରିବାରର ୪ ବଖରା ଘର ପୋଡି ପାଉଁଶ ହୋଇଯାଇଥିଲା । ପିଲାମାନଙ୍କ ବହିଖାତା ପୋଡି ଯାଇଇଥିଲା । ଦୁର୍ଗା ଚରଣ ନାୟକ ,ଅମର ନାୟକ,ସମୀର ନାୟକଙ୍କ ପରିବାର ଏବେ ଅସହାୟ ହୋଇ ଖୋଲା ଆକାଶ ତଳେ ପଡିରହିଛନ୍ତି । ସେପଟେ ଅସହାୟ ପରିବାରକୁ ସରକାରୀ ସହାୟତା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା