Masthead

ଦାଦନ ଦୁଃଖ

ଗୋଲାମୁଣ୍ଡା(ବଡ଼ ଖବର ବ୍ୟୁରୋ): ହାଇଦ୍ରାବାଦରୁ ନିଜ ଗ୍ରାମକୁ ଫେରୁଥିବା ବେଳେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଧର୍ମଗଡ଼ ଥାନା ଥନଟ ଗ୍ରାମର ବବ୍ଲୁ ଦୁର୍ଗା । ସେ ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇଥିଲେ । ବୁଧବାର ବସ ଯୋଗେ ସେ ନିଜ ଗ୍ରାମକୁ ଫେରୁଥିଲେ । ଫେରୁଥିବା ବେଳେ ବସ ଭିତରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ସେ ଗତ କିଛିଦିନ ହେଲା ଅସୁସ୍ଥ ଥିଲେ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି । ଧର୍ମଗଡ଼ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇ ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ