Masthead

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ,୨ଆତଙ୍କବାଦୀ ନିହତ

କାଶ୍ମୀର(ବଡ଼ ଖବର ବ୍ୟୁରୋ): ଦକ୍ଷିଣ କଶ୍ମୀରର ପୁଲୱାମା ଜିଲ୍ଲାର ଟିକେନା ଅଞ୍ଚଳରେ ଆଜି ସକାଳୁ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ କାଶ୍ମୀର ପୋଲିସ, ସେନାର ଯବାନ ଏବଂ ସିଆରପିଏଫ୍ ମିଳିତ ଭାବେ ଏକ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଆତଙ୍କବାଦୀମାନେ ନିଜ ଆଡୁ ସୁରକ୍ଷାବାହିନୀ ଉପରକୁ ଗୁଳି ଚାଳନା କରିଥିଲେ । ସେମାନଙ୍କ ମଧ୍ୟରୁ ୨ ଜଣଙ୍କର ଏନକାଉଣ୍ଟରରେ ମୃତ୍ୟୁ ହୋଇଛି । ଏନକାଉଣ୍ଟର ସମୟରେ ଜଣେ ସାଧାରଣ ନାଗରିକ ଆହତ ହୋଇଥିବା ସୂଚନା ରହିଛି । ପୁଲୱାମାରେ ଅସ୍ଥାୟୀ ଭାବେ ମୋବାଇଲ ଫୋନ୍ ଓ ଇଣ୍ଟରନେଟ୍ ସେବା ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା