Masthead

ଷ୍ଟାପନର୍ସଙ୍କ ଗଣଧାରଣା

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସ୍ଥାୟୀ ନିୟୁକ୍ତି ପ୍ରତିବାଦରେ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଷ୍ଟାପନର୍ସଙ୍କ ତରଫରୁ ଧାରଣା ଦିଆଯାଇଛି । ସରକାର ପାତରଅନ୍ତର ନୀତି ଅବଲମ୍ବନ କରାଯାଉଥିବା ଦର୍ଶାଇ ଏହି ଧାରଣା ଦିଆଯାଇଛି । ସମାନେ ଆହୁରି ଅଭିଯୋଗ କରିଛନ୍ତି ଯେ କୋଭିଡ ଭଳି ଜଟିଳ ପରିସ୍ଥିତିରେ ସେମାନେ ନିଜର କାର୍ଯ୍ୟକୁ ସୁଚାରୁରୂପେ ତୁଲାଇଛନ୍ତି । କିନ୍ତୁ ବର୍ତ୍ତମାନ ସରକାର ସେମାନଙ୍କ ଚାକିରୀକୁ ସ୍ଥାୟୀ କରୁନାହାନ୍ତି । ତାସହ ସାରା ରାଜ୍ୟର ବିଭିନ୍ନ ହସ୍ପଟାଲରେ ନର୍ସ ପଦବୀ ଖାଲି ପଡିଥିବା ବେଳେ ସରକାର କାହିଁକି ସେମାନଙ୍କ ଦାବି ପୂରଣ କରୁନାହାନ୍ତି ବୋଲି ନର୍ସମାନେ ଅଭିଯୋଗ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା