Masthead

ଯଦୁପୁରରେ ପୁରନ୍ଦେଶ୍ୱରୀ

ଯଦୁପୁର (ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ଅରୁଣ ସାହୁ ଇସ୍ତଫା ଦିଅନ୍ତୁ । ଯଦି ସେ ନିଜେ ଇସ୍ତଫା ଦେଉନାହାନ୍ତି ତେବେ ତାହାକୁ ଇସ୍ତଫା ଦେବା ପାଇଁ ବାଧ୍ୟ କରନ୍ତୁ ବୋଲି ବିଜେପି ରାଜ୍ୟ ପ୍ରଭାରୀ ପୁରନ୍ଦେଶ୍ୱରୀ କହିଛନ୍ତି । ପରୀ ଗାଁ ଯଦୁପୁରକୁ ଯାଇ ସେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ପ୍ରଥମେ ସେ ପରୀ ବାପା ଓ ମାଆଙ୍କ ସହ ଆଲୋଚନା କରି ରାଜ୍ୟ ସରକାର ପରୀକୁ ନ୍ୟାୟ ଦିଅନ୍ତୁ ବୋଲି ଦାବି କରିଥିଲେ । ପରେ ପରୀକୁ ନ୍ୟାୟ ଦାବିରେ ନୟାଗଡ ଜିଲ୍ଲାପାଳଙ୍କ ଆଗରେ ଚାଲିଥିବା ଗଣଧାରଣାରେ ସାମିଲ ହୋଇଥିଲେ ପୁରନ୍ଦେଶ୍ୱରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି