Masthead

ମନ୍ଦିର ତୋଳିବେ କଙ୍ଗନା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କଙ୍ଗନା ରାନାୱତ ବଲିଉଡର ଟପ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ । ସେ ଯାହାବି କରନ୍ତି ହେଡଲାଇନ୍ ହୋଇଯାଏ ।  କଙ୍ଗନା ଟ୍ୱିଟ୍ କରି କହିଛନ୍ତି ଯେ ସେ ଏକ ବିଶାଳ ମନ୍ଦିର ନିର୍ମାଣ କରିବାକୁ ଚାହୁଁଛନ୍ତି। କଙ୍ଗନା ଏକ ଟୁଇଟ୍‌ରେ ଲେଖିଛନ୍ତି- ‘ମା ଦୁର୍ଗା ମୋତେ ଏକ ମହାନ ମନ୍ଦିର ନିର୍ମାଣ କରିବାକୁ ବାଛିଛନ୍ତି ।

ଯାହା ଆମ ପୂର୍ବପୁରୁଷମାନେ ଆମ ପାଇଁ ନିର୍ମାଣ କରିଥିଲେ। ଚଳଚ୍ଚିତ୍ର ବ୍ୟତୀତ ସାମାଜିକ-ରାଜନୌତିକ ପ୍ରସଙ୍ଗରେ ଖୋଲାଖୋଲି ଭାବେ ନିଜର ମତାମତ ଦେଇ କଙ୍ଗନା ମଧ୍ୟ ଆଲୋଚନାରେ ଶିକାର ହୋଇଛନ୍ତି । ଅନେକ ଥର ମଧ୍ୟ ଟ୍ୱିଟ୍ ହେତୁ ତାଙ୍କୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି । ସେ ଏହି ସମାଲୋଚନାକୁ କେବେ ଡ଼ରିନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ