ଜାନୁୟାରୀରେ ଖୋଲିପାରେ ସ୍କୁଲ, କଲେଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ପାଇଁ ଦୀର୍ଘ ଦିନ ହେବ ସ୍କୁଲ କଲେଜ ବନ୍ଦ ରହିଛି । ଡିସେମ୍ବରରେ ଶିକ୍ଷାନୁଷ୍ଠାନ ଖୋଲିବାକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସଙ୍କେତ ଦେଇଥିଲେ । କିନ୍ତୁ କରୋନା ସ୍ଥିତି ସୁଧୁରି ନ ଥିବାରୁ ନୂଆ ବର୍ଷରେ ସ୍କୁଲ, କଲେଜ ଖୋଲିବା ସମ୍ଭାବନା ରହିଛି । ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ ନେଇ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଡିସେମ୍ବରରେ ସ୍କୁଲ ଖୋଲିହେବ ବୋଲି ଏସଆରସି କହିଥିଲେ । କିନ୍ତୁ ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରରେ ସ୍କୁଲ ଖୋଲିବା ସମ୍ଭବ ନୁହେଁ ।

ଜାନୁୟାରୀରେ ସ୍କୁଲ ଖୋଲିବ । ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ପ୍ରାଥମିକତା ଦେବୁ ବୋଲି ସେ କହିଛନ୍ତି । ଯଦି ଜାନୁୟାରୀରେ ସ୍କୁଲ ଖୋଲାଯାଏ, ତେବେ ଛୁଟି ଦିନରେ ବି କ୍ଲାସ ଚାଲିବ । କେବଳ ପର୍ବପର୍ବାଣୀ ଛୁଟିକୁ ଛାଡି ଅନ୍ୟ ଛୁଟି ଦିବସଗୁଡିକରେ କ୍ଲାସ କରାଯିବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!