Masthead

କଟକର ଟ୍ରାଫିକ ପୋଷ୍ଟରେ ଲାଗିବ ଫାଷ୍ଟ ଏଡ ବକ୍ସ

କଟକ(ବଡ଼ ଖବର ବ୍ୟୁରୋ): କଟକ ସହରର ସମସ୍ତ ଟ୍ରାଫିକ ପୋଷ୍ଟରେ ଲାଗିବ ଫାଷ୍ଟ ଏଡ ବକ୍ସ ।ଏହାକୁ ଆଜି ଉଦଘାଟନ କରିଛନ୍ତି ଡିସିପି ସୋମ୍ୟା ମିଶ୍ର । କଟକରେ ପ୍ରାୟ ୫୦ଟି ପ୍ରମୁଖ ଟ୍ରାଫିକ ପୋଷ୍ଟରେ ଏହି ଫାଷ୍ଟ ଏଡ ବକ୍ସ ଲଗାଯାଇଛି ।ଏଥିରେ ସହଯୋଗ କରିଛନ୍ତ ଜୟ ଓଡ଼ିଶା ସଂଗଠନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ