Masthead

ପୁଣି ଚର୍ଚ୍ଚାରେ ଅନୁଭବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଚର୍ଚ୍ଚାରେ କେନ୍ଦ୍ରାପଡ଼ା ସାସଂଦ । ନିଜର ବନ୍ଧୁ ଅଶ୍ୱିନୀ ଓ ବାନ୍ଧବୀ ଜାଗୃତିଙ୍କ ସହ ଫଟୋକୁ ଫେସବୁକ ପେଜରେ ସେୟାର କରିଛନ୍ତି । ଯାହା ଏବେ ସୋସିୟାଲ ମିଡ଼ିଆରେ ଭାଇରାଲ ହେଉଛି । ଅନୁଭବ ଅଶ୍ୱିନୀଙ୍କୁ ଜନ୍ମ ଦିନର ଶୁଭେଛା ସହ ତାଙ୍କର ମଙ୍ଗଳ କାମନା କରିଛନ୍ତି । କିଛିଦିନ ତଳେ ଜାଗୃତିଙ୍କ ସହ ଫଟୋ ଭାଇରାଲ ହୋଇଥିବା ବେଳେ ପୁଣି ଏହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଜାଗୃତିଙ୍କୁ ସେ ତାଙ୍କର ଘନିଷ୍ଠବନ୍ଧୁ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ