Masthead

ସିଆରପିଏଫ୍ କ୍ୟାମ୍ପରେ ଗ୍ରେନେଡ ଆକ୍ରମଣ

ଶୁକ୍ରବାର ଦିନ ଜାମ୍ମୁ କାଶ୍ମୀରର ଶ୍ରୀନଗରର ନୁରବାଗ ଅଞ୍ଚଳରେ ଥିବା ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (CRPF) କ୍ୟାମ୍ପରେ ମାଓବାଦୀମାନେ ଗ୍ରେନେଡ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ କୋଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି। ପୋଲିସ ଅଧିକାରୀଙ୍କ ସୂଚନାନୁଯାୟୀ ଆତଙ୍କବାଦୀମାନେ ସକାଳ ୬.୪୦ ସମୟରେ କ୍ୟାମ୍ପରେ ଗ୍ରେନେଡ ଆକ୍ରମଣ କରିଥିଲେ। କ୍ୟାମ୍ପ ବାହାରେ ଏହି ବିସ୍ଫୋରଣ ହୋଇଥିଲା ।

ଏହା ପୂର୍ବରୁ ଗୁରୁବାର ଦିନ ଆତଙ୍କବାଦୀମାନେ କୁଲଗାମରେ CRPF କର୍ମଚାରୀଙ୍କୁ ଟାର୍ଗେଟ କରି ଗ୍ରେନେଡ ଆକ୍ରମଣ କରିଥିଲେ। ରାଜ୍ୟରେ ଥିବା DDC ନିର୍ବାଚନରେ ଲୋକଙ୍କ ମନରେ ଭୟ ସୃଷ୍ଟି କରିବା ପାଇଁ ଆତଙ୍କବାଦୀମାନେ ଏଭଳି ଭୟଙ୍କର ସ୍ଥିତି ସୃଷ୍ଟି କରୁଛନ୍ତି ବୋଲି ଅଭିଯୋଗ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ