ସ୍ୱାଭିମାନ ଅଞ୍ଚଳରେ ‘ମୁଁ ତୋ ଦିୱାନା ‘

ମାଲକାନାଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲାର ପ୍ରକୃତିର ସୁନ୍ଦରତା ଏବେ ଫିଲ୍ମ, ଆଲବମ ସୁଟିଂ ପାଇଁ ଟାଣୁଛି ପ୍ରଯୋଜକ, ନିର୍ଦେଶକଙ୍କୁ । ଏଇ ନିକଟରେ କିଚେକେଶ୍ୱରୀ ଫିଲ୍ମ ପକ୍ଷରୁ ସ୍ୱାଭିମାନ ଅଞ୍ଚଳର ବିଭିନ୍ନ ଲୋକେସନରେ ସୁଟିଂ ହୋଇଛି ରୋମାଣ୍ଟିକ ମ୍ୟୁଜିକ ଭିଡ଼ିଓ ‘ମୁଁ ତୋ ଦିୱାନା’ । ଗୀତ ରଚନା ଶୁଭମ କରିଥିବାବେଳେ କଣ୍ଠଦାନ କରିଛନ୍ତି ରାମକୃଷ୍ଣ ଓ ରାନୁ । ଅଭିନୟ କରିଛନ୍ତି ରୁଦ୍ର(ମନ)ଓ ବାଲିମେଳାର ଝିଅ ଚୁଲବୁଲି ଶ୍ରେୟା । ନିର୍ଦେଶନା ଦେଇଛନ୍ତି ବିଟୁନ ଗୁରୁଜୀ । ମ୍ୟୁଜ଼ିକ ଭିଡ଼ିଓ ଟି ରିଲିଜ଼ ହୋଇଛି ୟୁଟୁବ ଚେନେଲରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!