Masthead

୧୦୩ କେଜି ସୁନା ନେଲା କିଏ ?

ତାମିଲନାଡୁ(ବଡ଼ ଖବର ବ୍ୟୁରୋ): ସିବିଆଇ ଜବତ କରିଥିବା ୧୦୩ କେଜି ସୁନାର ପତ୍ତା ମିଳୁନି । ଉଭାନ ହୋଇଯାଇଥିବା ସୁନାର ଆନୁମାନିକ ମୂଲ୍ୟ ୪୫ କୋଟି ହେବ । ଏଭଳି ଘଟଣା ଘଟିଛି ତାମିଲନାଡୁରେ । ୨୦୧୨ରେ ଚେନ୍ନାଇର ସ୍ୱର୍ଣ୍ଣ କର୍ପୋରେସନ ଲିମିଟେଡରେ ସିବିଆଇ ଚଢ଼ାଉ କରି ଏହି ସୁନା ଜବତ କରିଥିଲା । ପରେ ଏହାକୁ ସିବିଆଇ ନିଜ ହେପାଜତରେ ରଖିଥିଲା । ଏହି ଘଟଣା ଲୋକ ଲୋଚନକୁ ଆସିବା ପରେ ମଡ୍ରାସ ହାଇକୋର୍ଟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ