Masthead

ବିଶ୍ୱରେ ମୃତ୍ୟୁ ସଂଖ୍ୟା ୧୬ ଲକ୍ଷ୨୮୩ କୁ ବୃଦ୍ଧି

ନୂଆ ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଶ୍ୱରେ ୨୧୮ ଦେଶକୁ ଗ୍ରାସ କରିଛି ମାହାମାରୀ କରୋନା । ବିଶ୍ୱର କିଛି ସ୍ଥାନରେ ସଂକ୍ରମିତଙ୍କ ସଂଖ୍ୟା ବଢିଥିବା ବେଳେ ଅନ୍ୟ କିଛି ସ୍ଥାନରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୧୬ ଲକ୍ଷ ୨୮୩ କୁ ବୃଦ୍ଧି ପାଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ କୋଟି ୧୪ ଲକ୍ଷ ୫ ହଜାର ୭୩୨ କୁ ଛୁଇଁଛି । ସେଥି ମଧ୍ୟରୁ ୪ କୋଟି ୯୫ ଲକ୍ଷ ୯୦ ହଜାର ୭୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ଅନ୍ୟପଟେ ଫ୍ରାନ୍ସରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଯୋଗୁ ଫ୍ରାନ୍ସ ରେ ଆସନ୍ତା ୧୫ ତାରିଖରୁ ନାଇଟ କର୍ଫୁ ଲାଗୁ କରଯିିବା ନେଇ ଫ୍ରାନ୍ସ ସରକାର ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ