Masthead

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁୁଗୁଳ ତାମ୍ରିତ କଲୋନୀରେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା ଘଟଣା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖୋର୍ଦ୍ଧା ଜିଲ୍ଲା ଠାକୁରଗଡ଼ ଅଞ୍ଚଳର ପ୍ରଦୀପ ରଣା ଦିଲ୍ଲୀରେ ଚାକିରୀ କରନ୍ତି । ସ୍ତ୍ରୀ ରଞ୍ଜୁବାଳା ଅନୁଗୁଳ ମଦର୍ଶ ସ୍କୁଲରେ ଅଧ୍ୟକ୍ଷା ଅଛନ୍ତି। ଅନୁଗୁଳ ତାମ୍ରିତ କଲୋନୀରେ ଘର ଭଡା ନେଇ ସେ ରହୁଥିଲେ। ପ୍ରତିଦିନ ପରି ସ୍କୁଲରୁ ଘରକୁ ମଧ୍ୟାହ୍ନରେ ଖାଇବା ପାଇଁ ଆସନ୍ତି । ହେଲେ ଆଜି ମା ସ୍କୁଲରୁ ଫେରି ଘର କବାଟ ବାଡେଇଲା ସମୟରେ ପୁଅ ଡ଼ାକି ଶୁଣିଲାନି । ପଡିସା ଘରକୁ ଡ଼ାକି କବାଟ ଭାଙ୍ଗି ଦେଖିଲେ ପୁଅ ଛାତ ହୁକରେ ରସି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏତେ ଛୋଟ ବୟସରୁ ସୌରଭ କାହିଁକି ଆତ୍ମହତ୍ୟା କଲେ ତାହା ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଖବର ପାଇ ପୋଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ