Masthead

ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସୁନା

ଜଗନ୍ନାଥପ୍ରସାଦ(ବଡ଼ ଖବର ବ୍ୟୁରୋ): ଜଗନ୍ନାଥପ୍ରସାଦ ଥାନା ଜିରାବାଡି ଗ୍ରାମରୁ ଦୁଇ ମହିଳାଙ୍କ ଠାରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ ହୋଇଥିବା ଖବର ସାମ୍ନାକୁ ଆସିଛି । ଶୁକ୍ରବାର ଅପରାହ୍ନରେ ଦୁଇ ଅଚିହ୍ନା ଵ୍ୟକ୍ତି ଜିରାବାଡ଼ି ଗ୍ରାମରେ ରହୁଥିବା ପୁଷ୍ପାଞ୍ଜଳି ଦାଶ ଓ ବିଷ୍ଣୁପ୍ରିୟା ଦାଶଙ୍କ ଘରେ ପହଂଚି ନିଜକୁ ସୁନାରୂପା କାରିଗର ପରିଚୟ ଦେଇ ପରେ ଘରୁ ସେସବୁ ଚୋରି କରିନେଇଥିଲେ । ସେମାନେ ଚାଲିଯିବାର ପ୍ରାୟ ୩୦ ମିନଟ ପରେ ବିଷ୍ଣୁପ୍ରିୟା ଓ ପୁଷ୍ପାଞ୍ଜଳି ସୁନା ନଥିବା ଜାଣିବାକୁ ପାଇଥିଲେ। ଗହଣା ବିଷୟରେ ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇଁ ପୋଲିସ ଘଟଣା ସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ