Masthead

ବୁମ୍ରାଙ୍କ ସଟରେ ଗ୍ରୀନ ଆହାତ

(ବଡ଼ ଖବର ବ୍ୟୁରୋ): ଅଷ୍ଟ୍ରେଲିଆ ଟେଷ୍ଟ ଦଳରେ ସ୍ଥାନ ପାଇଥିବା କେମରିନ ଗ୍ରୀନ ଶୁକ୍ରବାର ଆହାତ ହୋଇଛନ୍ତି ।  ଅଭ୍ୟାସ ମ୍ୟାଚରେ ତାଙ୍କ ମୁଣ୍ଡରେ ବଲ ବାଜିଥିଲା। ବୁମ୍ରାଙ୍କ ସଟ ସିଧାସଳଖ ଆସି ବୁମ୍ରାଙ୍କ ମୁଣ୍ଡରେ ବାଜିଥିଲା । ଯାହା ଫଳରେ ଗ୍ରୀନ ସେଠାରେ ବସିପଡ଼ିଥିଲେ । ଏହି ସମୟରେ ନନ୍ ଷ୍ଟ୍ରାଇକର ଏଣ୍ଡରେ ଥିବା ମହମ୍ମଦ ସିରାଜ ଗ୍ରୀନଙ୍କ ପାଖକୁ ଆସିଥିଲେ ।  ସିରାଜ ଗ୍ରୀନଙ୍କ ପାଖକୁ ଆସି ଖେଳୁଆଡ଼ ମନୋଭାବ ପ୍ରଦର୍ଶନ କରିଥିଲେ । ପରେ ମେଡିକାଲ ଟିମ୍ ଗ୍ରୀନଙ୍କ ସ୍ୱାସ୍ଥ୍ୟବସ୍ଥା ପରୀକ୍ଷା କରାଇଥିଲେ । ବଲ୍ ତାଙ୍କ ମୁଣ୍ଡରେ ବାଜିଥିବା ଜଣାପଡ଼ିଥିଲା । ଏହା ପରେ ମେଡିକାଲ  ଟିମଙ୍କ ସହ ଗ୍ରୀନ ପଡ଼ିଆ ବାହାରକୁ ଯାଇଥିଲେ । ଗ୍ରୀନଙ୍କ ବଦଳରେ କନକସନ ସବଷ୍ଟିଚ୍ୟୁଟ୍ ଖେଳାଳି ଭାବେ ପୋଟ୍ରିକ ରୋବଙ୍କୁ ସାମିଲ କରାଯାଇଥିଲା । ମ୍ୟାଚରେ ଥିବା ଆଉ ଦୁଇ ଦିନ ସେ ଖେଳିବେନି ବୋଲି ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ