Masthead

ଚାଷୀଙ୍କୁ ମାଡ଼ ଅଭିଯୋଗ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ରାଇସମିଲରେ ଚାଷୀଙ୍କୁ ମାଡ଼ । ସମ୍ବଲପୁର ବୈଜାମୁଣ୍ଡାରୁ ଆସିଛି ଏଭଳି ଖବର । ଧାନ ମିଲରେ କଟନି ଛଟନିକୁ ନେଇ ବିରୋଧ କରିବାରୁ ଚାଷୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି । ଚାମ୍ପରକେଲାର ଚାଷୀ ବିଭୂତି ପ୍ରଧାନଙ୍କୁ ଗ୍ରାମ୍ୟଦ୍ୟୋଗୀ ରାଇସମିଲର କର୍ମଚାରୀ ମାଡ଼ ମାରି ଲହୁ ଲୁହାର କରିଦେଇଛନ୍ତି । ସେପଟେ ପ୍ରତିବର୍ଷ ଏଠାରେ କଟନି ଛଟନି ହେଉଥିବା ନେଇ ପ୍ରଶାସନକୁ ଜଣାଇଥିଲେ ସୁଦ୍ଧା ପ୍ରଶାସନ ନିରବଦ୍ରଷ୍ଟା ସାଜିଥିବା ଅଭିଯୋଗ ହୋଇଆସୁଛି । ସେପଟେ ମିଲର କର୍ମଚାରୀଙ୍କୁ ଗିରଫ କରାଯାଉ ବୋଲି ଧାରଣା ଦେଇଛନ୍ତି ସ୍ଥାନୀୟ ଚାଷୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର