Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ରାଜଗାଙ୍ଗପୁର(ବଡ଼ ଖବର ବ୍ୟୁରୋ): ରାଜଗାଙ୍ଗପୁର ଥାନା କାଂଶବାହାଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର ଓ ବାଇକ ମୁହାଁମୁହିଁ ଧକ୍କା, ଦୁଇ ମୃତ । ମୃତକଙ୍କ ପରିଚୟ ମିଳିପାରିନାହିଁ । ରାଜଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ଦେଇଛି । ଉଭୟ କାର ଏବଂ ବାଇକ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ