Masthead

ଏନକାଉଣ୍ଟରେ ୨ ମାଓବାଦୀ ମୃତ

ଚିତ୍ରକୋଣ୍ଡା(ବଡ଼ ଖବର ବ୍ୟୁରୋ): ସ୍ୱାଭିମାନ ଅଂଚଳରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ । ଗୁଳି ବିନିମୟ ବେଳେ ୨ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସ୍ୱାଭିମାନ ଅଂଚଳର ଗାଜଲମାମୁଡି ଅଂଚଳରେ ଏହି ଏନକାଉଂଟର ହୋଇଥିବା ଜଣାପଡ଼ିଛି । ମାଓ କ୍ୟାମ୍ପ୍ ଚାଲିଥିବା ଖବର ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ । ବିପୁଳ ବିସ୍ଫୋରକ ସହ ମାଓ ସାମଗ୍ରୀ ଜବତ ହୋଇଛି । ଏସହାସହ ଏସଓଜି ଓ ଡିଭିଏଫ୍ ପକ୍ଷରୁ ଜାରି ରହିଛି ସର୍ଚ୍ଚ ଅପରେସନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼