Masthead

ଓକିଲ ସଙ୍ଘର ନିର୍ବାଚନ

କଟକ (ବଡ଼ ଖବର ବ୍ୟୁରୋ): କଟକ କ୍ରିମିନାଲ କୋର୍ଟ ବାର ଆସୋସିଏସନରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ନିର୍ବାଚନରେ ଦିଲ୍ଲୀପ କୁମାର ପଟ୍ଟନାୟକ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ । ଉପସଭାପତି ଭାବରେ ଟଙ୍କଧର ମିଶ୍ର ନିର୍ବାଚିତ ହୋଇଥିଲେ। ସମ୍ପାଦକ ଭାବରେ ସ୍ମୃତି ରଞ୍ଜନ ରାଉତ ନିର୍ବାଚିତ ହୋଇଥିବା ବେଳେ ଗଗନ ବାରିକ ସହ ସମ୍ପାଦକ ଭାବରେ ନିର୍ବାଚିତ ହୋଇଥିଲେ । ଅନ୍ୟମାନଙ୍କ ଭିତରେ କୋଷାଧକ୍ଷ ଭାବରେ ଶିଶିର ରଞ୍ଜନ ବିଶ୍ୱାଳ , ଲାଇବ୍ରେରୀ ସମ୍ପାଦକ ରାଜକିଶୋର ମହାରଣା ଏବଂ କାର୍ୟ୍ୟନିର୍ବାହୀ ସଂସ୍ଥା ସଦସ୍ୟ ଭାବରେ ବାସୁଦେବ ସେଠୀ, ଜ୍ୟୋତିରଞ୍ଜନ ପରିଜା , ମହାଦେବ ସୁବୁଦ୍ଧି , ନୀଳାଦ୍ରି ମହାରଣା ପ୍ରମୁଖ ନିର୍ବାଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ