Masthead

ସୌର ଶକ୍ତିରେ ଚାଲୁଛି ଟ୍ରେନ

କେରଳ(ବଡ଼ ଖବର ବ୍ୟୁରୋ): ଦେଶରେ ପ୍ରଥମ ଥର ପାଇଁ ହୋଇଥିବା ସୌର ଶକ୍ତି ଚାଳିତ କ୍ଷୁଦ୍ର ଟ୍ରେନ ପର୍ଯ୍ୟଟକମାନଙ୍କୁ ବିମୋହିତ କରୁଛି । ଏହି ଟ୍ରେନର ଶୁଭାରମ୍ଭ ହେବାର ଏକ ମାସ ପରେ ଥିରୁବନନ୍ତପୁରର ଭିଲେ ଟୁରିଷ୍ଟି ଗ୍ରାମରେ ଭାରତର ପ୍ରଥମ ସୌର ଚାଳିତ ଟ୍ରେନ ଏବେ ପର୍ଯ୍ୟଟକ ମାନଙ୍କୁ ପାଇଁ ଏକ ପ୍ରମୁଖ ଆକର୍ଷଣ ପାଲଟିଛି ।

ଏହି ନିର୍ମାଣ ପାଇଁ ମୋଟ ୬୦ କୋଟି ଟଙ୍କାର ବଜେଟ ସ୍ଥିର ହୋଇଥିଲା । ଏହି କ୍ଷୁଦ୍ର ରେଳରେ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିଛି । ଯେପରିକି ଟନେଲ, ଷ୍ଟେସନ ଓ ଟିକେଟ ଅଫିସ । ଏହି ରେଳରେ ତିନୋଟି ବଗି ରହିଛି । ଏକ ସମୟରେ ଏହି ରେଳ ୪୫ ଜଣ ପର୍ଯ୍ୟଟକଙ୍କୁ ନେଇ ଯାଇପାରିବାର ବ୍ୟବସ୍ଥା ରହିଛି । ଏହି ଟ୍ରେନ ୨.୫ କିଲୋମିଟରରେ ପର୍ଯ୍ୟଟକଙ୍କୁ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା