ଏହି ରାଜ୍ୟ କଲା ଘୋଷଣା, ମାଗଣାରେ ମିଳିବ କରୋନା ଟିକା

କେରଳ(ବଡ଼ ଖବର ବ୍ୟୁରୋ): କେରଳରେ ମିଳିବ ମାଗଣା  କରୋନା ଭ୍ୟାକସିନ। ଏନେଇ କରେଳ ମୁଖ୍ୟମନ୍ତ୍ରୀ ପି.ବିଜ୍ୟୟନ ଘୋଷଣ। କରିଛନ୍ତି । ରାଜ୍ୟର ସମସ୍ତ ବ୍ୟକ୍ତିଙ୍କୁ କରୋନା ଟୀକା ମାଗଣାରେ ଜୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେ କହିଛନ୍ତି ପୋଲିଓ ଭ୍ୟାକସିନ ବଣ୍ଟନ ଭଲି କରୋନା ଭ୍ୟାକସିନବି ବଣ୍ଟନ ଆରମ୍ଭ ହେବ ।

ପୂର୍ବରୁ ତାମିଲନାଡୁ ଓ ମଧ୍ୟପ୍ରଦେଶ ସରକାର ମଧ୍ୟ କରୋନା ଭ୍ୟାକସିନ ମାଗଣାରେ ବଣ୍ଟନ କରିବା ପାଇଁ ଘୋଷଣା କରିଛନ୍ତି । ତେବେ ଭାରତ ବାୟୋଟେକ ସମର ଭଳି ୫ଟି ସଂସ୍ଥା କରୋନା ଟୀକାର ୩ୟ ପର୍ଯ୍ୟାୟ ହ୍ୟୁମାନ ଟ୍ରାଇନ ଆରମ୍ଭ କରିଛନ୍ତି । ସେହିଭଳି ଆମେରିକୀୟ କମ୍ପାନୀ ଫାଇଜର ଓ ଋଷ ସ୍ଫୁଟନ୍ଖିକ-ଭି ଭାରତରେ ବ୍ୟବହାର ପାଇଁ ଆବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ