Masthead

ଓଲଟିଲା ଦାଦନ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍, ୨୦ରୁ ଅଧିକ ଆହତ

କୋକସରା(ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ୨୦ରୁ ଅଧିକ ଆହତ । ଧର୍ମଗଡ଼ରୁ ହାଇଦ୍ରାବାଦ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍ ଆମପାଣି ଥାନା କେନ୍ଦୁଗୁଡାରେ ବସଟି ଓଲଟି ପଡିଥିଲା । ବସଟି ଦାଦନ ଶ୍ରମିକଙ୍କୁ ନେଇ ହାଇଦ୍ରାବାଦ ଯାଉଥିଲା । ଘଟଣା ସ୍ଥଳରେ ଆମପାଣି ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଛି । ସମସ୍ତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ