Masthead

ଅନ୍ନଦାନ ମହାପୁଣ୍ୟ

ପିପିଲି(ବଡ଼ ଖବର ବ୍ୟୁରୋ): ପୁରୀଜିଲ୍ଲା ଡେଲାଙ୍ଗ ଅନ୍ତର୍ଗତ ଆଭା ଜରାଶ୍ରମରେ ଅନ୍ତେବାସୀଙ୍କୁ ସେଣ୍ଟର ଫର ଆକ୍ସନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଥିଲା । ଆଭାର ଅନ୍ତେବାସୀଙ୍କ ମଧ୍ୟରେ ବୃଦ୍ଧା, କୁଷ୍ଠରୋଗୀ, ଭିକାରି ଏବଂ ବହୁ ନିରାଶ୍ରୟଃ ଲୋକ ରହୁଛନ୍ତି । ଏହି ଅନ୍ନଦାନ କାର୍ୟ୍ୟକ୍ରମରେ ପୁରୀଜିଲ୍ଲା କଂଗ୍ରେସ ସଭାପତି ଅଜିତ ମଙ୍ଗରାଜ, ବରିଷ୍ଠ ଶ୍ରୀମନ୍ଦିର ସେବାୟତ ବିନାୟକ ଦାସମହାପାତ୍ର ଏବଂ ସେଣ୍ଟର ଫର ଆକ୍ସନ ସଂଗଠନର ସଦସ୍ୟମାନେ ଯୋଗ ଦେଇଥିଲେ । ମଙ୍ଗରାଜ ଏବଂ ଦାସମହାପାତ୍ର ଅନ୍ତେବାସୀଙ୍କୁ ନିଜ ହାତରେ ଖାଦ୍ୟ ପରସୁଥିଲେ । ପ୍ରାୟ ୨୫୦ ଜଣଙ୍କୁ ଖାଦ୍ୟ ବଣ୍ଟନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ