Masthead

ଚୀନକୁ ଭରସା ନାହିଁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚୀନକୁ ଭରସା ନାହିଁ କି ବିଶ୍ୱାସ ନାହିଁ । ଚୀନ ସହ ତିକ୍ତତା ମଧ୍ୟରେ ଭାରତ ନେଇଛି ଏକ ବଡ଼ ପଦକ୍ଷେପ । ଲଦାଖ ସୀମାରେ ୧୫ ଦିନ ଯୁଦ୍ଧ ପାଇଁ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ପ୍ରସ୍ତୁତି ପାଇଁ ସୁରକ୍ଷା ବାହିନୀକୁ କ୍ଷମତା ଦିଆଯାଇଛି ।

ପୂର୍ବରୁ ଚୀନ ବହୁବାର ଭାରତ ସୀମା ଭିତରେ ଅନୁପ୍ରବେଶ କରିଛି । ଦୁଇ ଦେଶ ମଧ୍ୟରେ କମାଣ୍ଡ ସ୍ତରୀୟ ବାରମ୍ବାର ଆଲୋଚନା ସତ୍ୱେ ଡ଼୍ରାଗନ ନିଜ ଜିଦରେ ଅଟଳ ରହିଛି । ଚୀନ ସୀମାକୁ ଲାଗି ରହିଥିବା ଭାରତ କିଛି ଅଞ୍ଚଳକୁ ଡ଼୍ରାଗନ ନିଜର ବୋଲି ଦାବି କରୁଛି । କିନ୍ତୁ ନୂଆଦିଲ୍ଲୀ ଏଥିରେ ସହମତ ହୋଇପାରୁନାହିଁ । ପ୍ରତିରକ୍ଷା ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଭାରତର ଗୋଟିଏ ଇଞ୍ଚ ଜାଗା କେହି ନେଇ ପାରିବେ ନାହିଁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ସାମ୍ରାଜ୍ୟବାଦ ନୀତୀର ତୁରନ୍ତ ଅନ୍ତ ଘଟିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି