Masthead

ରାମ ମନ୍ଦିର ନିର୍ମାଣ ପାଇଁ ଚାଲିଛି ପ୍ରସ୍ତୁତି : କାଲି ହେବ ରିପୋର୍ଟ ଦାଖଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି ପ୍ରକ୍ରିୟା । ଶ୍ରୀରାମ ମନ୍ଦିର ନିର୍ମାଣ କମିଟି ଅଧ୍ୟକ୍ଷ ନ୍ରିପେନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଅଯୋଧ୍ୟାରେ ଥିବା ଶ୍ରୀରାମ ମନ୍ଦିର ପାଇଁ ଭିତ୍ତିଭୂମି ଡିଜାଇନ ସମୀକ୍ଷା ଏବଂ ସୁପାରିଶ କରିବା ପାଇଁ ସଂପୃକ୍ତ ଅଞ୍ଚଳର ଇଞ୍ଜିନିୟରମାନଙ୍କର ଏକ ଉପ-କମିଟି ଗଠନ କରାଯାଇଛି।

ରାମ ମନ୍ଦିର ନିର୍ମାଣ ପାଇଁ ପ୍ରସ୍ତୁତ ଏହି କମିଟିରେ ଦେଶର ସର୍ବୋଚ୍ଚ ଇଞ୍ଜିନିୟରମାନଙ୍କୁ ରଖାଯାଇଛି। ଏହି କମିଟି ୧୫ ଡିସେମ୍ବରରେ ମନ୍ଦିର ନିର୍ମାଣ ସମ୍ପର୍କରେ ରିପୋର୍ଟ ଦାଖଲ କର। ଏହି କମିଟିର ଉଦ୍ଦେଶ୍ୟ ହେଉଛି ବିଭିନ୍ନ ଜିଓଟେକ୍ନିକାଲ୍ ପରାମର୍ଶକୁ ଦୃଷ୍ଟିରେ ରଖି ମନ୍ଦିର ନିର୍ମାଣ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର