Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ରାଉରକେଲା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ । ରାଉରକେଲା ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତନାଘନା ଆରମ୍ଭ କରିଛ ଭିଜିଲାନ୍ସ ଟିମ୍ । ଏକ କାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଚଢଉ କରିଛି । ସୁନ୍ଦରଗଡ ଏଡିବି କଲୋନୀ ବାସ ଭବନ ସମେତ ସୁନ୍ଦରଗଡ କାର୍ଯ୍ୟାଳୟ, ଦେବଗଡ ପୈତୃକ ଘର, ଫାର୍ମ ହାଉସ, ଅନୁଗୁଳ ଶ୍ୱଶୁର ଘର ଓ ଦେବଗଡ ଭାଇଘରେ ଚଢାଉ କରିଛି ଭିଜିଲାନ୍ସ । ପୂର୍ବରୁ ଯନ୍ତ୍ରୀ ନାରାୟଣ ପ୍ରଧାନ ନାଁରେ ବ୍ୟାପକ ଅର୍ଥ ହେରଫେର ଅଭିଯୋଗ ହୋଇଥିବା ସୂଚନା ଦେଇଛନ୍ତି ଭିଜିଲାନ୍ସ ଡିଏସପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ