Masthead

ଏମ୍ସ ନର୍ସଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏମ୍ସରେ ନର୍ସଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ । ଅନିଦ୍ଦିଷ୍ଟ କାଳ ପାଇଁ ବନ୍ଦ ଡାକରା ଦେଇଛନ୍ତି ନର୍ସ ୟୁନିଅନ । ଦରମା ବୃଦ୍ଧି, ଠିକା ନିଯୁକ୍ତି ଉଚ୍ଛେଦ ୬ଷ୍ଠ କେନ୍ଦ୍ରୀୟ ବେତନ ଭଳି ମୋଟ ୨୩ ଦାବି ଦାବିରେ ଅନସନରେ ବସିଛନ୍ତି ନର୍ସ ସମୂହ । ଉପରେ ଫଳରେ ଏମ୍ସରେ ଜରୁରୀ ସେବା ବ୍ୟାହତ ହୋଇଛି । ଗତ ଅପରାହ୍ନ ୫ଟାରୁ ଧାରଣାରେ ବସିଛନ୍ତି ନର୍ସ । ସେପଟେ ଆନ୍ଦୋଳନରୁ ଓହରି ଯିବାକୁ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିୟା ନିବେଦନ କରିଛନ୍ତି । କରୋନା ମହାମାରୀ ବେଳେ ନର୍ସ ଏଭଳି କାମ ନକରନ୍ତୁ, ନର୍ସଙ୍କ ଦାବି ଉପରେ ଆମେ ବିଚାର କରିବୁ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’