Masthead

ଧଳା ଚାଦର ତଳେ ଜାମ୍ମୁକାଶ୍ମୀର

ଜାମ୍ମୁକାଶ୍ମୀର(ବଡ଼ ଖବର ବ୍ୟୁରୋ): ଥଣ୍ଡାରେ ଥରୁଛି ଉତ୍ତର ଭାରତ । ଦେଶର ଉତ୍ତର ଭାଗରେ ରହିଥିବା ରାଜ୍ୟଗୁଡିକରେ ଏବେ ଜାରି ରହିଛି ଶୀତର ଲହରି । ଜାମ୍ମୁକାଶ୍ମୀର ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡ ପରି ରାଜ୍ୟରେ ପ୍ରବଳ ତୁଷାରପାତ ହୋଇଛି । ଜାମ୍ମୁକାଶ୍ମୀରରେ ଦେଖିବାକୁ ମିଳିଛି ଧଳା ବରଫ ଆସ୍ତରଣ । ଏହି ଦୃଶ୍ୟ ହେଉଛି ଗୁଲମର୍ଗରର । ଯେଉଁଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଛି । ଏହାକୁ ନଜରରେ ରଖି ଆରମ୍ଭ ହୋଇଛି ସ୍ନୋ ସାଇକେଲିଂ । ଯାହାର ମଜା ନେଉଛନ୍ତି ପର୍ଯ୍ୟଟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ