Masthead

ଏଟିଏମ ଲୁଟ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଏଟିଏମ୍ ଲୁଟେରା ମାତିଥିବା ବେଳେ ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଗୋପାଳପୁର ଡାକ୍ତରଖାନା ନିକଟରେ ଥିବା ଷ୍ଟେଟ ବ୍ୟାଙ୍କ ଏଟିଏମ୍ ରୁ ହୋଇଛି ଲୁଟ । ଲୁଟେରା ଏଟିଏମ୍ ତାଡି ଲୁଟ କରିଛନ୍ତି । ସୋମବାର ବିଳମ୍ବିତ ରାତିରେ ଲୁଟେରାମାନେ ଗୋପାଳପୁର ଡାକ୍ତରଖାନା ନିକଟରେ ଥିବା ଏଟିଏମରୁ ଇଲେକ୍ଟ୍ରି ତାର ଓ ସିସିଟିଭି କ୍ୟାମେରା କନେକ୍ସନ କାଟିବା ସହ ସିସିଟିଭି କ୍ୟାମେରାକୁ ମୋଡିଦେଇ ଲୁଟ କରିଥିବା ଜଣାପଡିଛି ।

ଆଜି ସକାଳୁ ସ୍ଥାନୀୟ ଲୋକେ ଏଟିଏମ୍ ଭିତରେ ଭଙ୍ଗାରୁଜା ହୋଇଥିବା ଦେଖି ଗୋପାଳପୁର ଫାଣ୍ଡିରେ ଖବର ଦେଇଥିଲେ । ଖବର ଲେଖା ହେବା ବେଳକୁ ପୋଲିସ କି ବ୍ୟାଙ୍କ କର୍ତ୍ତୁପକ୍ଷ ଘଟଣାସ୍ଥଳରେ ପହଞ୍ଚି ନଥିଲେ । ତେବେ ଏପରି ବାରମ୍ବାର ସୋର ଓ ବାହାନଗା ଅଞ୍ଚଳରେ ଏଟିଏମ୍ ଲୁଟ ପୋଲିସ ପାଇଁ ଏକ ବଡ ଚ୍ୟାଲେଞ୍ଜ ସୃଷ୍ଟି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ