Masthead

 ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲଢିବ ଆପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲଢିବ ଆମ୍ ଆଦମି ପାର୍ଟି । ଆପ୍ ୟୁପି ରାଜ୍ୟ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ କହିଛନ୍ତି ଦଳ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ସେ କହିଛନ୍ତି ଯଦି କ୍ଷମତାରେ ନିର୍ବାଚିତ ହୁଏ ତେବେ ପଡୋଶୀ ରାଜ୍ୟରେ ଦୁର୍ନୀତିମୁକ୍ତ ସରକାର ଗଠନ କରିବ । ଏହା ଜାତୀୟ ରାଜଧାନୀରେ ଦେଇଥିବା ପ୍ରତିଶ୍ରୁତି ପାଳନ କରିବ । ସେ ଆହୁରି କହିଛନ୍ତି ୟୁପିର ଅଶୁଭ ରାଜନୀତି ଏବଂ ଦୁର୍ନୀତିଗ୍ରସ୍ତ ନେତା ରାଜ୍ୟର ବିକାଶକୁ ରୋକିବାରେ ଲାଗିଛନ୍ତି । ସ୍ଥାନୀୟ ଲୋକମାନେ ସମସ୍ତ ଦଳକୁ ସୁଯୋଗ ଦେଇଛନ୍ତି ଓ ଆମକୁ ରାଜ୍ୟବାସୀ ସମର୍ଥନ ଦେବେ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା