ସ୍ୱାସ୍ଥ୍ୟକେନ୍ଦ୍ରର ସ୍ୱାସ୍ଥ୍ୟ ଭଲନାହିଁ

ଚୌଦ୍ୱାର(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟକେନ୍ଦ୍ରର ନାମକରଣକୁ ନେଇ ଦେଖାଦେଇଛି ଜନଅସନ୍ତୋଷ । ଚୌଦ୍ୱାର ସହରାଞ୍ଚଳର ସ୍ୱାସ୍ଥ୍ୟ କେନ୍ଦ୍ର ଉଦଘାଟନ ଉତ୍ସବରେ ଦେଖାଦେଇଛି ଏହି ଅସନ୍ତୋଷ । ଏହି ସ୍ୱାସ୍ଥ୍ୟକେନ୍ଦ୍ର ଲିବ୍ରା ଚୌଦ୍ୱାର ନାମରେ ନାମିତ ଥିଲା । ଏହାକୁ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ଉଦଘାଟିତ କରିଥିଲେ । ଏବେ ଏହାକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଏହାର ନାମ କପାଳେଶ୍ୱର ପ୍ରାଥମିକ କେନ୍ଦ୍ର ଲେଖାଯାଇଛି । ବିଜେପି ନେତାମାନେ ଏହାର ପ୍ରତିବାଦ କରିବା ସହ ନାମକୁ ବଦଳାଇବାକୁ ଦାବି କରିଛନ୍ତି । ଏନେଇ ଚୌଦ୍ୱାର ମଣ୍ଡଳ ସଭାପତି କୈଳାସ ଚନ୍ଦ୍ର ବେହେରା, ଜ୍ଞାନେନ୍ଦ୍ର ସ୍ୱାଇଁ, ବିନୟ ନାୟକ ପ୍ରମୁଖ ସିଡିଏମ୍ଓ ଙ୍କୁ ଯୋଗାଯୋଗ କରିଥିଲେ । ସିଡିଏମ୍ଓ ସ୍ୱାସ୍ଥ୍ୟ କେନ୍ଦ୍ରର ନାମ ବଦଳାଇବାକୁ ପ୍ରତିଶୃତି ଦେଇଛନ୍ତି । ପୌର ନିର୍ବାହୀ ଅଧିକାରୀ ପବିତ୍ର ବେହେରା ଏ ସମ୍ପର୍କରେ ଅବଗତ ନଥିବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!