Masthead

ସନ୍ଦେହଜନକ ମୃତ୍ୟୁ

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ମିଳିଛି ଆଉ ଏକ ନିଖୋଜ ଶିଶୁର ମୃତ ଦେହ । ଗାଁ କୂଅରୁ ମିଳିଛି ମୃତ ଦେହ । ଘଟଣାଟି ଘଟିଛି ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଖଙ୍କିରା ଗ୍ରାମର ଚନ୍ଦନ ସାହୁଙ୍କ ପୁଅ କାଳିଆ ସାହୁ । କାଳିଆ ବୁଧବାର ଠାରୁ ନିଖୋଜ ଥିଲା । ଶିଶୁଟି ଗାଁ ଦାଣ୍ଡରେ ଖେଳୁଥିବା ବେଳେ ହଠାତ୍ ନିଖୋଜ ହୋଇଯାଇଥିଲା । ପରିବାର ଲୋକଙ୍କ ଖୋଜା ଖୋଜି ପରେ ମଧ୍ୟ କୌଣସି ଖବର ମିଳିନଥିଲା । କେହି ଅପହରଣ କରିନେଇଥିବା ପରିବାର ଲୋକେ ସନ୍ଦେହ କରିଥିଲେ । ତିନି ବର୍ଷର ଏହି ଶିଶୁର ମୃତଦେହ ଘର ଠାରୁ ଶହେ ମିଟର ଦୂର ଏକ କୂଅରୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ