Masthead

ଚିନ୍ତା ବଢାଉଛି ଟୋକନ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ନଭେମ୍ବର ୨୦ ତାରିଖରୁ ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ ହୋଇଛି ଧାନକିଣା । କିନ୍ତୁ ଟୋକନ ବ୍ୟବସ୍ଥା ପାଇଁ ଚିନ୍ତାରେ ପଡିଛନ୍ତି ଚାଷୀ । ଚାଷୀ ଧାନ ନେଇ ମଣ୍ଡିରେ ପହଞ୍ଚିବା ବେଳକୁ ଦେଖାଦେଇଥିଲା ଟୋକନର ଅବ୍ୟବସ୍ଥା । କାହାର ଟୋକନ ତାରିଖ ମାସ ମାସ ପରେ ଅଛି ତ କାହାର ଭେରିଫିକେଶନ ବାହାନାରେ ଆସି ପାରିନି ଟୋକନ । ଯାହାକୁ ନେଇ ଚାଷୀ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଧାନ ବିକି ନିଜର ପରିବାର ପ୍ରତିପୋଷଣ କରିଥାନ୍ତି ଚାଷୀମାନେ । କିନ୍ତୁ ଏବେ ଋଣ ପରିଷୋଧ ଓ ପରିବାର ପ୍ରତିପୋଷଣକୁ ନେଇ ଚିନ୍ତାରେ ପଡିଛନ୍ତି । ଏହାକୁ ନେଇ ଦେଖାଦେଇଛି ଚାଷୀ ଅସନ୍ତୋଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ