Masthead

ବିଧାନସଭାରେ ରାଜକୃଷ୍ଣଙ୍କ ପଟ୍ଟଚିତ୍ର ଲାଗୁ

ସାଲେପୁର(ବଡ଼ ଖବର ବ୍ୟୁରୋ): କଟକ କିଶନନଗର ତହସିଲ ରାମଚନ୍ଦ୍ରପୁର ଗ୍ରାମର ରାଜକୃଷ୍ଣ ବୋଷ । ସ୍ୱାଧୀନତା ସଂଗ୍ରାମୀ ଭାବରେ ପରିଚିତ । ୧୯୦୦ ମସିହା ଡିସେମ୍ବର ୧୭ରେ ଜନ୍ମଗ୍ରହଣ କରିଥିଲେ ରାଜକୃଷ୍ଣ । ମହାତ୍ମାଗାନ୍ଧୀ, ଗୋପବନ୍ଧୁ ଦାସଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଯୋଗଦେଇଥିଲେ ସ୍ୱାଧୀନତା ସଂଗ୍ରାମରେ ।

ସେ ନିଜ ଅଞ୍ଚଳର ଉନ୍ନତି ପାଇଁ ମଧ୍ୟ ଅନେକ କାର୍ଯ୍ୟ କରିଥିଲେ । ୧୯୯୨ ମସିହାରେ ମୃତ୍ୟୁବରଣ କରିଥିଲେ ରାଜକୃଷ୍ଣ ବୋଷ । ଆଜି ତାଙ୍କ ଜୟନ୍ତୀ ଅବସରରେ ଜନ୍ମପୀଠକୁ ସ୍ମୃତିପୀଠ ଭାବେ ଘୋଷଣା କରିବା ପାଇଁ ଦାବି କରାଯାଇଛି । ଏଭଳି ଯୁଗଜନ୍ମାଙ୍କୁ ସରକାର ଆଜି ପର୍ଯ୍ୟନ୍ତ ଦେଇପାରି ନାହାନ୍ତି ଉପଯୁକ୍ତ ସମ୍ମାନ । ତାଙ୍କ ଜନ୍ମପୀଠକୁ ସ୍ମୃତିପୀଠ କରିବା ସହିତ ତାଙ୍କର ଏକ ପଟ୍ଟଚିତ୍ର ବିଧାନସଭା କକ୍ଷରେ ରଖାଯିବା ପାଇଁ ସର୍ବସାଧାରଣରେ ଦାବି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା