Masthead

ପୁଣି ସକ୍ରିୟ ହେଲେ ମାଓବାଦୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଦୀର୍ଘ ଦିନ ନିରବତା ପରେ ପୁଣି ଥରେ ସକ୍ରିୟ ହୋଇଛନ୍ତି ମାଓବାଦୀ । ମାଲକାନଗିରି ଜିଲ୍ଲା ମାଥିଲି ଚନ୍ଦ୍ରାଗୁଡାରେ ଠିକାଦାରଙ୍କୁ ଗଳା କାଟି ଅତି ବିଭତ୍ସ ଭାବେ ହତ୍ୟା କରିଛନ୍ତି ନକ୍ସଲ । ଏହାସହ ରାସ୍ତାକାମରେ ନିୟୋଜିତ ଥିବା ତିନୋଟି ଗାଡି ମଧ୍ୟ ପୋଡିଛନ୍ତି ମାଓବାଦୀ । ମୃତ ଠିକାଦାରଙ୍କ ନାଁ ସୁକୁମାର ମଣ୍ଡଳ । ମାଓବାଦୀଙ୍କ ଏପରି ବର୍ବରକାଣ୍ଡ ପରେ ଅଂଚଳରେ ଏକ ପ୍ରକାର ଆତଙ୍କ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ