ବାଇକକୁ ଧକ୍କା ଦେଲା ହାଇୱା

ଖଇରା(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଖଇରା ଥାନା ରାମପୁର ସାନକମାଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ ଆରୋହୀଙ୍କୁ ଧକ୍କା ଦେଲା ଦଶଚକିଆ ହାଇୱା ଟ୍ରକ । ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ । ମୃତକ ହେଲେ ବଗଦିଆ ଗାଁର କୃଷ୍ଣଚରଣ ବେହେରା । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଲାଗି ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’