Masthead

କଳିଙ୍ଗାରେ ସିଲିକନ ସେଲ ଉଦଘାଟିତ

ଜିଉଦୟଗିରି(ବଡ଼ ଖବର ବ୍ୟୁରୋ) ଜିଉଦୟଗିରିସ୍ଥିତ କଳିଙ୍ଗାରେ ସିକିଲିନ ସେଲ ଉଦଘାଟିତ ହୋଇଛି । ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ରାଜଶ୍ରୀ ପଟ୍ଟନାୟକ ଉଦଘାଟନ କରିଥିଲେ । ଜିଲ୍ଲାରେ ଅଧିକାଂଶ ସିକିଲିନ ରୋଗୀ ଥିବାରୁ ରାଜ୍ୟ ସରକାର କଳିଙ୍ଗାଠାରେ ଏହି ମେଡିକାଲ ଖୋଲିଛନ୍ତି । ପୂର୍ବରୁ ବହୁ ରୋଗୀ ଏହି ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି । ଦୀର୍ଘଦିନ ହେବ ପ୍ରଶାସନ ନିକଟରେ ଗୁହାରି କରିବା ପରେ ଶେଷର ପ୍ରତିକ୍ଷାର ଅନ୍ତ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା