Masthead

ଡେରାସ ଡ୍ୟାମରେ ପର୍ଯ୍ୟଟକଙ୍କ ଲାଗି କରାଯିବ ଏହି ସୁବିଧା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଡମପଡ଼ା ଅଭୟାରଣ୍ୟକୁ ଲାଗି ରହିଛି ଡେରାସ ଡ୍ୟାମ । ପର୍ଯ୍ୟଟନ ଋତୁ ଆସିଲେ ଏଠାରେ ଜମିଥାଏ ପର୍ଯ୍ୟଟକଙ୍କ ଭିଡ଼ । ଏହି ଡ୍ୟାମ ମଧ୍ୟ ଅନେକ ପର୍ଯଟକଙ୍କ ଆକର୍ଷିତ କରିଥାଏ । ବଣଭୋଜି କରିବା ଲାଗି ବର୍ଷତମାମ ଏଠାକୁ ପର୍ଯଟକମାନେ ଆସିଥାନ୍ତି । କରୋନା କଟକଣା ଲାଗି ଏବେ ପର୍ଯଟକଙ୍କ ସଂଖ୍ୟା କମିବାରେ ଲାଗିଛି । ସେପଟେ ପର୍ଯଟକଙ୍କୁ ଆକୃଷ୍ଟ କରିବା ଲାଗି ନୂଆବର୍ଷରୁ ବୋଟିଂ କରିବାର ସୁବିଧା କରାଯାଇଛି । ବୋଟିଂ ସୁବିଧା ଦେବା ପରେ ପର୍ଯଟକଙ୍କ ଭିଡ଼ ଜମିବ ବୋଲି ଆଶା ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ