Masthead

ସ୍ୱାତୀ ପରିବାରକୁ ଭେଟିଲେ ପ୍ରଦୀପ ମାଝୀ

ରଣପୁର(ବଡ଼ ଖବର ବ୍ୟୁରୋ): ନୟାଗଡ଼ ଜିଲ୍ଲା ସୁନାଖଳା ବଧିପାଟଣା ସ୍ୱାତୀ ହତ୍ୟାକାଣ୍ଡକୁ ଦିନପରେ ଦିନ ବିତି ଚାଲିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହାର ପର୍ଦାଫାସ ହୋଇନାହିଁ । ସମୟ ଯେତିକି ବିତୁଛି ସନ୍ଦେହ ସେତିକି ଘନେିବାରେ ଲାଗିଛି । ଏନେଇ ରାଜନୈତିକ ଉଷ୍ମତା ବି ତିବ୍ର ରୂପ ନେବାରେ ଲାଗିଛି । ବିରୋଧୀ ଦଳ ସରକାରୀ ଦଳ ଉପରେ ଆରୋପ ପ୍ରତ୍ୟାରୋପ ମଧ୍ୟ ଆରମ୍ଭ କରିଛନ୍ତି ।

ଆଜି ରାଜ୍ୟ କଂଗ୍ରେସର ପ୍ରଦୀପ ମାଝୀଙ୍କ ସମେତ ଏକ ସ୍ୱତନ୍ତ୍ର ଟିମ୍ ଆସି ପରିବାର ସହ ଆଲୋଚନା କରିଛନ୍ତି । ଏନେଇ ସ୍ୱାତୀକୁ କିଭଳି ନ୍ୟାୟ ମିଳିବ ସେନେି ଦୃଢ଼କ୍ତି ପ୍ରକାଶ କରି କହିଛନ୍ତି । ଆଗାମୀ ଦିନରେ ସ୍ୱାତି ପାଇଁ ଦଳ ପକ୍ଷରୁ ସବୁ ପ୍ରକାର ପ୍ରଚେଷ୍ଟା ଜାରି ରହିବ ବୋଲି ସେ କହିଛନ୍ତି । ପରିବାର ଲୋକେ ସ୍ୱାତୀକୁ ଉପଯୁକ୍ତ ନ୍ୟାୟ ମିଳୁ ବୋଲି ଦାବି କରିବା ବେଳେ ଏ ଘଟଣା ଉପରୁ ପରଦା କେବେ ଉଠୁଛି ତାହା ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା