ଫଳ ବଜାରରେ ନିଆଁ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ):ଫଳ ବଜାରରେ ଲାଗିଛି ନିଆଁ । ବଲାଙ୍ଗିର ସରକାରୀ ବସଷ୍ଟାଣ୍ଡ ଫଳ ବଜାରରେ ନିଆଁ ଲାଗିଛି । ଏଥିରେ ଜଣେ ବ୍ୟବସାୟୀ ଗୁରୁତର ଭାବେ ଆହତ ହୋଇଛନ୍ତି । ଲକ୍ଷାଧିକ ଟଙ୍କାର ସମ୍ପତି ମଧ୍ୟ ନଷ୍ଟ ହୋଇଛି । ଅନ୍ୟପଟେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ କରିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ଜାରିରଖିଛି । ଆହତ ବ୍ୟବସାୟୀଙ୍କୁ ବଲାଙ୍ଗିର ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ବ୍ୟବସାୟୀ ଜଣଙ୍କ ରାତିରେ ଦୋକାନରେ ଶୋଇଥିବା ସମୟରେ ପୋଡି ହୋଇଯାଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!