Masthead

ଅଭିଯୁକ୍ତ ଗିରଫ

ଯାଜପୁର(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ଚହଟା ଗ୍ରାମର ଯୁବତୀଙ୍କୁ ଅପହରଣ ଘଟଣାରେ ଗତକାଲି ଧର୍ମଶାଳା ପୋଲିସ କଟକରୁ ଯୁବତୀଙ୍କୁ ଉଦ୍ଧାର କରିଛି । ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ ଯୁବତୀଙ୍କ ବୟାନ ରେକର୍ଡ଼ କରିବା ସହ ଅଭିଯୁକ୍ତଙ୍କୁ ପଚରାଉଚରା କରି ସମ୍ପୁର୍ଣ୍ଣ ତଥ୍ୟ ସାମ୍ନକୁ ଆଣିବ । ଝିଅକୁ ମାନସିକ ନିର୍ଯାତନା ଦିଆ ଯାଇଥିଲା ଏବଂ କଟକକୁ ବିଭାହ ପାଇଁ ନିଆଯାଉଥିବା ଝିଅର ବାପା କହିଛନ୍ତି । ଅଭିଯୁକ୍ତଙ୍କ ପରିବାର ମଧ୍ୟ ଏହି ଘଟଣାରେ ସାମିଲ ଅଛନ୍ତି ବୋଲି କହିଥିଲେ । ପାଣିକୋଇଲିରୁ ଯୁବତୀଙ୍କୁ ପୁରୀ ପରେ କଟକ ନିଆଯାଉଥିଲା । ପୋଲିସ କଟକରୁ ଯୁବତୀଙ୍କୁ ଉଦ୍ଧାର କରିଛି । ଗିରଫ ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର  ଅବଦୁଲ ସେହମତ ଖାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି