Masthead

ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ କରୋନା

ଫ୍ରାନ୍ସ (ବଡ଼ ଖବର ବ୍ୟୁରୋ): ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ କରୋନା ସଂକ୍ରମିତ ହୋଇଛନ୍ତି । ରାଷ୍ଟ୍ରପତି ଭବନ ଏଲିସି ପ୍ୟାଲେସ୍ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି । ତାଙ୍କ ଶରୀରରେ ପ୍ରାଥମିକ ଲକ୍ଷଣ ଦେଖାଦେବାରୁ ସେ ନିଜର ନମୁନା ପରୀକ୍ଷା କରାଇଥିଲେ । ରିପୋର୍ଟ ପଜେଟିଭ ବାହାରିଛି । ସେ ବର୍ତ୍ତମାନ ଆଇସୋଲେସନରେ ଅଛନ୍ତି । ୭ ଦିନ ପାଇଁ ସେ ଘରେ ରହିବେ । ଘରେ ରହି ମଧ୍ୟ ମାକ୍ରନ ପୂର୍ବଭଳି ତାଙ୍କର ସମସ୍ତ କାର୍ଯ୍ୟ କରିବେ । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରିବା ଓ ସେମାନଙ୍କ ନମୁନା ପରୀକ୍ଷା କରାଇବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି । ଗତ ସପ୍ତାହରେ ମାକ୍ରନ ୟୁରୋପିୟ ୟୁନିୟନର ଏକ ବୈଠକରେ ଯୋଗଦେଇଥିଲେ । ଚଳିତ ସପ୍ତାହରେ ପତ୍ତୃଗାଲର ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ଭେଟିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ